ଗୀତସଂହିତା 38:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ। See the chapterପବିତ୍ର ବାଇବଲ (Re-edited) - (BSI)4 କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ଵରୂପ। See the chapterଓଡିଆ ବାଇବେଲ4 କାରଣ ମୋହର ଅପରାଧ ମୋ’ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋ’ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ। See the chapterପବିତ୍ର ବାଇବଲ4 ମୁଁ ପାପ କରିଛି, ମନ୍ଦକାର୍ଯ୍ୟ କରି ସେହି ପାପ ମୋତେ ଓଜନ ଲାଗୁଛି। ମୁଁ ଅତ୍ୟନ୍ତ ଲଜ୍ଜିତ। ମୁଁ ମୁଣ୍ଡ ଉପରକୁ ଟେକିପାରୁ ନାହିଁ। See the chapter |