ଗୀତସଂହିତା 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ। See the chapterପବିତ୍ର ବାଇବଲ (Re-edited) - (BSI)1 ହେ ମୋହର ଧର୍ମ ସ୍ଵରୂପ ପରମେଶ୍ଵର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ: ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ। See the chapterଓଡିଆ ବାଇବେଲ1 ହେ ମୋହର ଧର୍ମ ସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ। See the chapterପବିତ୍ର ବାଇବଲ1 ହେ ମୋର ଧର୍ମସ୍ୱରୂପ ପରମେଶ୍ୱର, ମୋତେ ଉତ୍ତର ଦିଅ। ମୁଁ ଯେତେବେଳେ ତୁମ୍ଭକୁ ପ୍ରାର୍ଥନା କରୁଛି, ମୋର ଗୁହାରି ଶୁଣ। ମୋ’ ପ୍ରତି ସଦୟ ହୁଅ। ମୋତେ ମୋର ସମସ୍ତ ଦୁଃଖ ଯନ୍ତ୍ରଣାରୁ ମୁକ୍ତି ପ୍ରଦାନ କର। See the chapter |