ଗୀତସଂହିତା 41:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର। See the chapterପବିତ୍ର ବାଇବଲ (Re-edited) - (BSI)3 ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କରୁଅଛ। See the chapterଓଡିଆ ବାଇବେଲ3 ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର। See the chapterପବିତ୍ର ବାଇବଲ3 ସେହି ବ୍ୟକ୍ତିଟି ଯେତେବେଳେ ଅସୁସ୍ଥ ହୋଇ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି। ସେହି ବ୍ୟକ୍ତି ଅସୁସ୍ଥ ହୋଇ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚୟ ଆରୋଗ୍ୟ କରନ୍ତି। See the chapter |