ଗୀତସଂହିତା 44:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ। See the chapterପବିତ୍ର ବାଇବଲ (Re-edited) - (BSI)9 ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁନାହଁ। See the chapterଓଡିଆ ବାଇବେଲ9 ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ। See the chapterପବିତ୍ର ବାଇବଲ9 କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଛାଡ଼ି ଗ୍ଭଲିଗଲ। ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ। ତୁମ୍ଭେ ଆମ୍ଭ ସହିତ ଯୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ। See the chapter |