ଗୀତସଂହିତା 48:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। [ସେଲା] See the chapterପବିତ୍ର ବାଇବଲ (Re-edited) - (BSI)8 ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ ଦେଖିଅଛୁ; ପରମେଶ୍ଵର ଅନନ୍ତକାଳ ତାହା ସୁସ୍ଥିର କରିବେ। [ସେଲା See the chapterଓଡିଆ ବାଇବେଲ8 ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। [ସେଲା] See the chapterପବିତ୍ର ବାଇବଲ8 ହଁ, ଆମ୍ଭେମାନେ ତୁମ୍ଭର ଶକ୍ତି ବିଷୟରେ ସେହି ଗଳ୍ପ ସବୁ ଶୁଣିଅଛୁ। କିନ୍ତୁ ଆମ୍ଭେ ପରମେଶ୍ୱରଙ୍କର ଶକ୍ତି ଦେଖିଅଛୁ। ଆମ୍ଭେ ସେହି ପରମେଶ୍ୱରଙ୍କ ନଗରରେ ବାସ କରୁ, ଯେପରି ସୈନ୍ୟାଧିପତି ପରମେଶ୍ୱର ଚିରଦିନ ଲାଗି ସେହି ନଗରକୁ ଅଧିକ ଶକ୍ତିଶାଳୀ କରିଛନ୍ତି। ସେଲା See the chapter |