ଗୀତସଂହିତା 50:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ବା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କି ତୁମ୍ଭ ଖୁଆଡ଼ରୁ ଛାଗ ନେବା ନାହିଁ। See the chapterଓଡିଆ ବାଇବେଲ9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ଵା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ। See the chapterପବିତ୍ର ବାଇବଲ9 ମୁଁ ତୁମ୍ଭ ଗୃହରୁ ବଳଦମାନଙ୍କୁ ନେବି ନାହିଁ କି ମୁଁ ତୁମ୍ଭର ଗୁହାଳରୁ ଛେଳିମାନଙ୍କୁ ନେବି ନାହିଁ। See the chapter |