ଗୀତସଂହିତା 53:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)3 ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ। See the chapterଓଡିଆ ବାଇବେଲ3 ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ। See the chapterପବିତ୍ର ବାଇବଲ3 ସେମାନଙ୍କର ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରୁ ବିମୁଖ ହୋଇଛନ୍ତି। ସେ ସମସ୍ତେ ଅଶୁଚି ହୋଇଛନ୍ତି। କୌଣସି ଲୋକ ସେମାନଙ୍କ ମଧ୍ୟରୁ ସୁକର୍ମ କରି ନାହାନ୍ତି। ନାଁ, ଜଣେ କେହି ନାହିଁ! See the chapter |