ଗୀତସଂହିତା 55:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)3 କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ନିଗ୍ରହ କରନ୍ତି। See the chapterଓଡିଆ ବାଇବେଲ3 କାରଣ ସେମାନେ ମୋ’ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି। See the chapterପବିତ୍ର ବାଇବଲ3 ମୋର ଶତ୍ରୁମାନେ ମୋତେ ଭୟଭୀତ କଲେ। ସେହି ଦୁଷ୍ଟ ଲୋକମାନେ ମୋ’ ଉପରେ ପାଟି କଲେ। ମୋର ଶତ୍ରୁମାନେ ମୋ’ ଉପରେ ବିରକ୍ତି ହୋଇ ଆକ୍ରମଣ କଲେ। ସେମାନେ ମୋ’ ଉପରେ ବିଭିନ୍ନ ବିପଦ ଆଣିଲେ। See the chapter |