ଗୀତସଂହିତା 9:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସିୟୋନ ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର। See the chapterପବିତ୍ର ବାଇବଲ (Re-edited) - (BSI)11 ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର। See the chapterଓଡିଆ ବାଇବେଲ11 ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର। See the chapterପବିତ୍ର ବାଇବଲ11 ହେ ସିୟୋନ ନିବାସୀ, ତୁମ୍ଭେ ସର୍ବଦା ପରମେଶ୍ୱରଙ୍କର ପ୍ରଶଂସା ଗାନ କର। ସେ କରିଥିବା ସମସ୍ତ ମହାନ କାର୍ଯ୍ୟ ରାଜ୍ୟମାନଙ୍କ ଆଗରେ ପ୍ରକାଶ କର। See the chapter |