ଗୀତସଂହିତା 9:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି। See the chapterପବିତ୍ର ବାଇବଲ (Re-edited) - (BSI)14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ-କନ୍ୟାର ନଗର-ଦ୍ଵାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି। See the chapterଓଡିଆ ବାଇବେଲ14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ-କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି। See the chapterପବିତ୍ର ବାଇବଲ14 ତା'ପରେ ଯିରୁଶାଲମର ଫାଟକ ପାଖରେ ଥାଇ ତୁମ୍ଭକୁ ପ୍ରଶଂସା କରି ମୁଁ ଗୀତ ଗାଇବି। ମୁଁ ଆଜି ଅତ୍ୟନ୍ତ ଆନନ୍ଦିତ କାରଣ ତୁମ୍ଭେ ମୋତେ ରକ୍ଷା କରିଛ।” See the chapter |