ଗୀତସଂହିତା 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ। See the chapterପବିତ୍ର ବାଇବଲ (Re-edited) - (BSI)19 ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ। See the chapterଓଡିଆ ବାଇବେଲ19 ହେ ସଦାପ୍ରଭୁ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ। See the chapterପବିତ୍ର ବାଇବଲ19 ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ। ସେହି ଜାତିମାନଙ୍କୁ ନ୍ୟାୟ ପ୍ରଦାନ କର। ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ଯେ, ସେମାନେ ଶକ୍ତିଶାଳୀ ଅଟନ୍ତି। See the chapter |