ପ୍ରକାଶିତ 16:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା। See the chapterପବିତ୍ର ବାଇବଲ (Re-edited) - (BSI)2 ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି କଷ୍ଟଦାୟକ ବିସ୍ପୋଟକ ହେଲା। See the chapterଓଡିଆ ବାଇବେଲ2 ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା । See the chapterପବିତ୍ର ବାଇବଲ (CL) NT (BSI)2 ଏହା ଶୁଣି ପ୍ରଥମ ଦୂତ ଯାଇ ତାଙ୍କ ପାତ୍ରରେ ଯାହା ଥିଲା, ପୃଥିବୀ ଉପରେ ଢ଼ାଳି ଦେଲେ। ସଙ୍ଗେ ସଙ୍ଗେ ଯେଉଁମାନେ ପଶୁର ଚିହ୍ନ ଧାରଣ କରିଥିଲେ ଓ ତାହାର ପ୍ରତିମୂର୍ତ୍ତିକୁ ପୂଜା କରିଥିଲେ, ସେମାନଙ୍କ ଶରୀରରେ ଭୀଷଣ ଯନ୍ତ୍ରଣାଦାୟକ ବିସ୍ଫୋଟକ ବାହାରି ପଡ଼ିଲା। See the chapterପବିତ୍ର ବାଇବଲ2 ତହୁଁ ପ୍ରଥମ ଦୂତ ମନ୍ଦିରରୁ ବାହାରି ପୃଥିବୀ ଉପରେ ତାହାଙ୍କ ପାତ୍ରକୁ ଢାଳି ଦେଲେ। ତା'ପରେ ଯେଉଁମାନେ ସେହି ପଶୁର ଚିହ୍ନ ଧାରଣ କରିଥିଲେ ଓ ତା'ର ପ୍ରତିମାକୁ ପୂଜା କରୁଥିଲେ, ସେମାନଙ୍କର ଶରୀରରେ ଅତି କଷ୍ଟଦାୟକ ଓ ସାଂଘାତିକ ଧରଣର ଘା ବାହାରି ପଡ଼ିଲା। See the chapter |