ପ୍ରକାଶିତ 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଣୁ ମନ-ପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ। See the chapterପବିତ୍ର ବାଇବଲ (Re-edited) - (BSI)16 ଏଣୁ ମନ ପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ଵମୁଖନିଃସୃତ ଖଡ଼୍ଗ ଦ୍ଵାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ। See the chapterଓଡିଆ ବାଇବେଲ16 ଏଣୁ ମନପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ଼୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ । See the chapterପବିତ୍ର ବାଇବଲ (CL) NT (BSI)16 ତୁମ ପାପ ପରିତ୍ୟାଗ କର; ନଚେତ୍ ମୁଁ ଶୀଘ୍ର ତୁମ ନିକଟକୁ ଆସି ମୋର ମୁଖନିସୃତ ଖଡ଼୍ଗ ଦ୍ୱାରା ସେହି ଦୁରାଚାରୀମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବି। See the chapterପବିତ୍ର ବାଇବଲ16 ତେଣୁ ତୁମ୍ଭେ ମନ ପରିବର୍ତ୍ତନ କର। ଯଦି ତୁମ୍ଭେ ମନ ପରିବର୍ତ୍ତନ କରିବ ନାହିଁ, ତେବେ ମୁଁ ତୁମ୍ଭ ପାଖକୁ ଶୀଘ୍ର ଆସିବି ଓ ମୋର ମୁଖରୁ ବାହାରୁଥିବା ଖଡ଼୍ଗରେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବି। See the chapter |