ପ୍ରକାଶିତ 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋହର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ। See the chapterପବିତ୍ର ବାଇବଲ (Re-edited) - (BSI)20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ। See the chapterଓଡିଆ ବାଇବେଲ20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ । See the chapterପବିତ୍ର ବାଇବଲ (CL) NT (BSI)20 କିନ୍ତୁ ତୁମ ବିରୁଦ୍ଧରେ ମୋର କେବଳ ଏତିକି କହିବାର ଅଛି, ଈଶ୍ୱରଙ୍କର ବାର୍ତ୍ତାବହ ରୂପେ ନିଜର ପରିଚୟ ଦେଉଥିବା ଯେଜେବଲ ନାମ୍ନୀ ସ୍ତ୍ରୀଙ୍କୁ ତୁମେ ପ୍ରଶ୍ରୟ ଦେଇଛ। ସେ ମୋର ଦାସମାନଙ୍କୁ ଲମ୍ପଟାଚରଣ କରିବାକୁ ଓ ଦେବଦେବୀମାନଙ୍କ ନିକଟରେ ଉତ୍ସର୍ଗିତ ହୋଇଥିବା ଖାଦ୍ୟ ପଦାର୍ଥ ଭୋଜନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ବିପଥଗାମୀ କରାଉଛି। See the chapterପବିତ୍ର ବାଇବଲ20 କିନ୍ତୁ ମୋର ତୁମ୍ଭ ବିରୁଦ୍ଧରେ ଏହି କଥା ଅଛି: ତୁମ୍ଭେ ସେହି ଯିଜେବଲ ନାମ ଧାରିଣୀ ମହିଳାକୁ ତା'ର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଉଛ। ସେ ନିଜକୁ ଭବିଷ୍ୟଦ୍ବକ୍ତ୍ରୀ ବୋଲି କହେ। ସେ ତା'ର ଶିକ୍ଷା ଦ୍ୱାରା ମୋର ଲୋକମାନଙ୍କୁ ଭୁଲାଉଅଛି। ସେ ମୋର ଦାସମାନଙ୍କୁ ବ୍ୟଭିଗ୍ଭର ପାପ କରିବାକୁ ଓ ପ୍ରତିମାକୁ ଦିଆ ଯାଉଥିବା ଖାଦ୍ୟ ଖାଇବାକୁ ଶିକ୍ଷା ଦେଉଛି। See the chapter |