Online Bible

- Advertisements -




ପ୍ରକାଶିତ 2:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

29 ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।

See the chapter Copy

ଓଡିଆ ବାଇବେଲ

29 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

29 “ଶୁଣିବାକୁ ଶକ୍ତି ଥିଲେ, ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଛନ୍ତି, ଶୁଣ!

See the chapter Copy

ପବିତ୍ର ବାଇବଲ

29 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

See the chapter Copy




ପ୍ରକାଶିତ 2:29

Follow us:

Advertisements


Advertisements