ପ୍ରକାଶିତ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଳାନ୍ତ ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ। See the chapterପବିତ୍ର ବାଇବଲ (Re-edited) - (BSI)3 ପୁଣି ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଳା; ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ। See the chapterଓଡିଆ ବାଇବେଲ3 ପୁଣି, ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଲାନ୍ତ ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ | See the chapterପବିତ୍ର ବାଇବଲ (CL) NT (BSI)3 ତୁମେ ଧୈର୍ଯ୍ୟଶୀଳ। ମୋ’ ନିମନ୍ତେ ଦୁଃଖଭୋଗ କରି ମଧ୍ୟ ହତାଶ ହୋଇ ନାହଁ। See the chapterପବିତ୍ର ବାଇବଲ3 ମୁଁ ଜାଣେ ତୁମ୍ଭର ବହୁତ ଧୈର୍ଯ୍ୟ ଅଛି କାରଣ ତୁମ୍ଭେ ମୋ’ ନାମ ନିମନ୍ତେ କଷ୍ଟ ସହିଛି ଓ ଏସବୁ କରିବାରେ ତୁମ୍ଭେ କ୍ଳାନ୍ତ ହୋଇ ପଡ଼ି ନାହଁ। See the chapter |