ପ୍ରକାଶିତ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ? See the chapterପବିତ୍ର ବାଇବଲ (Re-edited) - (BSI)2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚ ସ୍ଵରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ? See the chapterଓଡିଆ ବାଇବେଲ2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ ? See the chapterପବିତ୍ର ବାଇବଲ (CL) NT (BSI)2 ପୁଣି ମୁଁ ଦେଖିଲି, ଜଣେ ମହାପରାକ୍ରାନ୍ତ ସ୍ୱର୍ଗଦୂତ ଉଚ୍ଚ ସ୍ୱରରେ ଘୋଷଣା କରି କହୁଛନ୍ତି: “ମୋହରଗୁଡ଼ିକ ଭାଙ୍ଗି ଏହି ପାଣ୍ଡୁଲିପିଟିକୁ ଖୋଲିବା ପାଇଁ କେହି ଯୋଗ୍ୟ ବ୍ୟକ୍ତି ଥିଲେ, ବାହାରି ଆସନ୍ତୁ।” See the chapterପବିତ୍ର ବାଇବଲ2 ମୁଁ ଜଣେ ମହାଶକ୍ତିଶାଳୀ ଦୂତଙ୍କୁ ଦେଖିଲି। ସେ ଉଚ୍ଚ ସ୍ୱରରେ କହିଲେ, “ଏହି ଚର୍ମପତ୍ରର ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ କିଏ ଯୋଗ୍ୟ ଅଟନ୍ତି?” See the chapter |