ପ୍ରକାଶିତ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ଵ, ପୁଣି ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦତ୍ତ ଦେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ। See the chapterଓଡିଆ ବାଇବେଲ2 ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ । See the chapterପବିତ୍ର ବାଇବଲ (CL) NT (BSI)2 ମୁଁ ଚାହିଁ ଦେଖିଲି, ଗୋଟିଏ ଶୁକ୍ଲ ବର୍ଣ୍ଣ ଅଶ୍ୱ, ଅଶ୍ୱାରୋହୀ ହସ୍ତରେ ଧନୁ ଧରିଥିଲେ। ତାଙ୍କୁ ଗୋଟିଏ ମୁକୁଟ ପ୍ରଦତ୍ତ ହେଲା ଓ ସେ ଦିଗ୍ବିଜୟୀ ହେବା ପାଇଁ ବାହାରି ପଡ଼ିଲେ। See the chapterପବିତ୍ର ବାଇବଲ2 ସେଥିରେ ମୁଁ ମୋର ସମ୍ମୁଖରେ ଗୋଟିଏ ଧଳା ଘୋଡ଼ା ଦେଖିଲି। ସେହି ଘୋଡ଼ାର ଆରୋହୀଜଣକ ଗୋଟିଏ ଧନୁ ଧରିଥିଲେ। ତାହାଙ୍କୁ ଗୋଟିଏ ମୁକୁଟ ଦିଆଗଲା। ସେ ବିଜୟୀ ହୋଇ ଆହୁରି ଜୟ କରିବାକୁ ବାହାରିଗଲେ। See the chapter |