ରୋମୀୟ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସର୍ବପ୍ରଥମେ, ଈଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା। See the chapterପବିତ୍ର ବାଇବଲ (Re-edited) - (BSI)2 ସର୍ବପ୍ରଥମେ, ଈଶ୍ଵରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା। See the chapterଓଡିଆ ବାଇବେଲ2 ସର୍ବପ୍ରଥମେ, ଈଶ୍ୱରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା । See the chapterପବିତ୍ର ବାଇବଲ (CL) NT (BSI)2 ଅନେକ କିଛି। ପ୍ରଥମେ, ଈଶ୍ୱର ତାଙ୍କ ବାର୍ତ୍ତାର ଦାୟିତ୍ୱ ଇହୁଦୀମାନଙ୍କ ଉପରେ ନ୍ୟସ୍ତ କରିଛନ୍ତି। See the chapterପବିତ୍ର ବାଇବଲ2 ହଁ ଯିହୂଦୀମାନଙ୍କଠାରେ ଅନେକ କିଛି ବିଶେଷ ବିଷୟ ଅଛି। ସବୁଠାରୁ ମହତ୍ତ୍ୱପୂର୍ଣ୍ଣ କଥା ଏହି ଯେ, ସେମାନଙ୍କୁ ସର୍ବପ୍ରଥମେ ପରମେଶ୍ୱର ତାହାଙ୍କ ଉପଦେଶ ଗୁଡ଼ିକୁ ସମର୍ପିତ କଲେ। See the chapter |