ରୋମୀୟ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେ କର୍ମ କରେ, ତାହା ପକ୍ଷରେ ତାହାର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ। See the chapterପବିତ୍ର ବାଇବଲ (Re-edited) - (BSI)4 ଯେ କର୍ମ କରେ, ତାହା ପକ୍ଷରେ ତାʼର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ। See the chapterଓଡିଆ ବାଇବେଲ4 ଯେ କର୍ମ କରେ, ତାହା ପକ୍ଷରେ ତା'ର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ । See the chapterପବିତ୍ର ବାଇବଲ (CL) NT (BSI)4 ଯେ କାମ କରେ, ମଜୁରୀ ତା’ର ପ୍ରାପ୍ୟ- କାହାଠାରୁ ଦାନ ରୂପେ ସେ ତା’ ପାଏ ନାହିଁ। See the chapterପବିତ୍ର ବାଇବଲ4 କାମ କରୁଥିବା ଲୋକକୁ ମଜୁରୀ ବା ଦରମା ଦେବା ଦାନ ନୁହେଁ। ସେ ମଜୁରୀ ବା ଦରମା ଅର୍ଜନ କରେ। See the chapter |