ରୋମୀୟ 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋʼ ସହିତ ସାକ୍ଷ୍ୟ ଦେଉଅଛି। See the chapterପବିତ୍ର ବାଇବଲ (Re-edited) - (BSI)2 ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋʼ ସହିତ ସାକ୍ଷ୍ୟ ଦେଉଅଛି। See the chapterଓଡିଆ ବାଇବେଲ2 ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋ' ସହିତ ସାକ୍ଷ୍ୟ ଦେଉଅଛି । See the chapterପବିତ୍ର ବାଇବଲ (CL) NT (BSI)2 ମୁଁ ଯେ କେଡ଼େ ବ୍ୟଥିତ ଓ ଅସୀମ ଦୁଃଖରେ ମୋ’ ହୃଦୟ କେଡ଼େ ଭାରାକ୍ରାନ୍ତ, ଏ କଥା ମୁଁ ଛଳନା କରି କହୁ ନାହିଁ। ପବିତ୍ରଆତ୍ମା ପରିଚାଳିତ ମୋର ବିବେକ ଏହାର ସାକ୍ଷୀ। See the chapterପବିତ୍ର ବାଇବଲ2 ମୋର ଅଶେଷ ଦୁଃଖ ଅଛି, ଓ ମୁଁ ଯିହୂଦୀମାନଙ୍କ ଲାଗି ଅଧିକ ବେଦନାଗ୍ରସ୍ତ ଅଛି। See the chapter |