ଯିଖରୀୟ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେ ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ। See the chapterପବିତ୍ର ବାଇବଲ (Re-edited) - (BSI)9 ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀ-ଗଣର ଲୁଟବସ୍ତୁ ସ୍ଵରୂପ ହେବେ। ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ। See the chapterଓଡିଆ ବାଇବେଲ9 ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେ ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ। See the chapterପବିତ୍ର ବାଇବଲ9 ବାବିଲର ଲୋକମାନେ ଆମ୍ଭ ଲୋକମାନଙ୍କୁ କ୍ରୀତଦାସ କଲେ। କିନ୍ତୁ ଆମ୍ଭେ ଆମ୍ଭର ହସ୍ତ ସେମାନଙ୍କ ବିରୁଦ୍ଧରେ ଉଠାଇବା ଏବଂ ସେହି ଲୋକମାନେ ଆମ୍ଭ ଲୋକମାନଙ୍କ ଦ୍ୱାରା ଲୁଟିତ ହେବେ।” ତା'ପରେ ତୁମ୍ଭେ ଜାଣିବ ସଦାପ୍ରଭୁ ସର୍ବଶକ୍ତିମାନ ମୋତେ ପଠାଇଥିଲେ। See the chapter |