ମାତିଉ 9:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଜିସୁ ତେଇଅନି ଉଟି ଜିବାବେଲେ ମାତିଉ ନାଉଁର୍ ଗଟେକ୍ ସିସ୍ତୁ ମାଙ୍ଗୁକେ, ତାର୍ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇ ବସିରଇଲାଟା ଦେକି କଇଲା, “ମର୍ ସଙ୍ଗ୍ ଆଉ ।” ମାତିଉ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇଅନି ଉଟି ଜିସୁର୍ ସଙ୍ଗ୍ ଗାଲା । See the chapter |