ପିଲିପିୟ 1:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ସେନ୍ତାର୍ଆଲେ ଟିକ୍ ବିସଇ କନ୍ଟା ବଲି ବାଚିକରି କରିପାର୍ସା । ଆରି ଏବେଅନି କିରିସ୍ଟ ବାଉଡି ଆଇବାଜାକ ସବୁ ପାପେଅନି ମୁକ୍ଲିକରି କାଇ ଦସ୍ ନ ଅଇକରି ରଇପାର୍ସା । See the chapter |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।
ମାତର୍ ଏ ବାଇବଇନିମନ୍, ମୁଇ ଆଜିକେଜାକ ଜିଉଦି ନ ଅଇଲା ଲକ୍ମନ୍ ବିସ୍ବାସ୍ କଲେ ମିସା, ସୁନତ୍ କର୍ବାର୍ ଆଚେ ଆକା ବଲି ସିକାଇଲିନି ପନି । ମୁଇ ଏନ୍ତାରି ସିକାଇଲିନି ବଲି, କେତେକ୍ ଲକ୍ମନ୍ କଇବୁଲ୍ଲାଇନି । ସେନ୍ତାର୍ଆଲେ ମୁଇ ଏବେ ମିସା କାଇକେ ନିନ୍ଦା ପାଇଲିନି ? ତେବେ ମୁଇ କିରିସ୍ଟର୍ କୁରୁସ୍ ବିସଇ ଜାନାଇବାଟା ସୁନିକରି ଜିଉଦିଲକ୍ମନ୍ ରିସା ନ ଅଇତାଇ ।
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।
ମୁଇ ତମର୍ ଚଲାଚଲ୍ତି ଜାନି । ତମେ ଆବଡ୍ ଅଇ ପାଇଟି କର୍ବାଟା ଆରି ଦୁକ୍ କସ୍ଟ ଆଇଲେ ମିସା ମୁର୍ଚି କରି ରଇବାଟା ମୁଇ ଜାନି । କରାପ୍ ଲକର୍ କାମ୍ ତମ୍କେ ସାର୍ଦା ନ କରାଏ ବଲି ମୁଇ ଜାନି । ଜନ୍ ଲକ୍ମନ୍ ଆମେ ପେରିତ୍ସିସ୍ ବଲି ନାଡାଇଲାଇନି, ସେମନ୍ ସତ୍ କି ମିଚ୍ ବଲି ତମେ ପରିକା କରିଆଚାସ୍ । ସେମନ୍ ମିଚ୍ କଇଲାଇନି ବଲି ତମେ ଜାନିଆଚାସ୍ ।