ପିଲିପିୟ 1:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଏ ବାଇବଇନିମନ୍, ତମେ ଜାନ୍ବାର୍ ଆଚେ କି କିରିସ୍ଟର୍ପାଇ ମର୍ ଜିବନେ ଜେତ୍କି ଗଟିଆଚେ, ତାର୍ଲାଗି ଅଦିକ୍ ଲକ୍ ସୁବ୍କବର୍ ବିସ୍ବାସ୍ କର୍ବାକେ ଗଟେକ୍ ବାଟ୍ ଆଇଲା । See the chapter |
ଆରି ବାଇ ଜେ କି ସବୁବେଲେ ମକେ ସାଇଜ କର୍ସୁ, ଏ ଦୁଇଟା ମାଇଜିମନ୍ ସାନ୍ତି ସଙ୍ଗ୍ ରଇବାକେ ତୁଇ ସାଇଜ କର୍ । କାଇକେବଇଲେ ସୁବ୍କବର୍ ଜାନାଇବା କାମେ ସେମନ୍ ମର୍ସଙ୍ଗ୍ ରଇକରି ବେସି ଆବଡ୍ ଅଇଲାଇ ଆଚତ୍ । ସେନ୍ତାରିସେ କେଲେମେନ୍ଟ ଆରି ବିନ୍ ଲକ୍ମନ୍ ମିସା ମର୍ ସଙ୍ଗ୍ କାମ୍ କର୍ତେରଇଲାଇ । ପର୍ମେସର୍ ତାର୍ ବଇଟାନେ ସେମନର୍ ସବୁ ଲକର୍ ନାଉଁ ଲେକ୍ଲା ଆଚେ । ସେ ସବୁ ଲକ୍ ନ ସାର୍ବା ଜିବନ୍ ପାଇଲାଇ ଆଚତ୍ ।
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।