ପିଲିପିୟ 1:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ଏ ଲକ୍ମନ୍ ମକେ ଆଲାଦ୍ କଲାର୍ ପାଇ ସୁବ୍କବର୍ ଜାନାଇଲାଇନି । କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ପର୍ମେସର୍ସେ ମକେ ଏ ବନ୍ଦିଗରେ ସଙ୍ଗଇଆଚେ ବଲି ଜାନିକରି ମିସା । See the chapter |
ଆରି ବାଇ ଜେ କି ସବୁବେଲେ ମକେ ସାଇଜ କର୍ସୁ, ଏ ଦୁଇଟା ମାଇଜିମନ୍ ସାନ୍ତି ସଙ୍ଗ୍ ରଇବାକେ ତୁଇ ସାଇଜ କର୍ । କାଇକେବଇଲେ ସୁବ୍କବର୍ ଜାନାଇବା କାମେ ସେମନ୍ ମର୍ସଙ୍ଗ୍ ରଇକରି ବେସି ଆବଡ୍ ଅଇଲାଇ ଆଚତ୍ । ସେନ୍ତାରିସେ କେଲେମେନ୍ଟ ଆରି ବିନ୍ ଲକ୍ମନ୍ ମିସା ମର୍ ସଙ୍ଗ୍ କାମ୍ କର୍ତେରଇଲାଇ । ପର୍ମେସର୍ ତାର୍ ବଇଟାନେ ସେମନର୍ ସବୁ ଲକର୍ ନାଉଁ ଲେକ୍ଲା ଆଚେ । ସେ ସବୁ ଲକ୍ ନ ସାର୍ବା ଜିବନ୍ ପାଇଲାଇ ଆଚତ୍ ।