2 ଆମର୍ ବାବା ପର୍ମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇକରି ସାନ୍ତି ଦେଅ ।
ରମେ ରଇବା ସବୁ ଲକ୍କେ ଏ ଚିଟି ଲେକ୍ଲିନି । କାଇକେବଇଲେ ତମ୍କେ ପରମେସର୍ ଆଲାଦ୍ କଲାନି । ଆରି ତାର୍ ନିଜର୍ ଲକ୍ ଅଇବାକେ ଡାକି ଆଚେ । ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
ଆମର୍ ବାବା ପର୍ମେସର୍ ଆରି ମାପ୍ରୁ ଜିସୁର୍ ଟାନେଅନି ଜିବନ୍ ଦୁକାଇଲାଟା ଆରି ସାନ୍ତି ତମ୍କେ ଅ ।
ମୁଇ ତମ୍କେ ଜେତ୍କିତର୍ ଏତାଇଲିନି, ସେତ୍କିତର୍ ମର୍ ପର୍ମେସର୍କେ ଦନିଅବାଦ୍ ଦେଇତେରଇବି ।
ତାର୍ ଜଜ୍ନା ଇସାବେ ବାବା ପର୍ମେସର୍ ତମ୍କେ ଡାକ୍ଲା ଆଚେ । ତାର୍ ସୁକଲ୍ ଆତ୍ମାଇ ସେ ତମ୍କେ ତାର୍ ସୁକଲ୍ ଲକ୍ କରାଇସି । ତମେ ଜିସୁ କିରିସ୍ଟକେ ମାନିକରି, ତାର୍ ବନିତେଇ ଦଇଅଇକରି ରଇବାକେ ସେ ଏନ୍ତାରି ଜଜ୍ନା କଲା । ତାର୍ ଜିବନ୍ଦୁକାଇଲାଟା ଆରି ସାନ୍ତି ପୁରାପୁରୁନ୍ ତମ୍କେ ମିଲ ।