ପିଲିପିୟ 1:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 କାଇକେବଇଲେ ସୁବ୍କବର୍ ଜାନାଇବା କାମେ ତମେ ମର୍ ସଙ୍ଗ୍ ମିସିକରି ରଇଲାସ୍ । ବିସ୍ବାସ୍ କର୍ବା ପର୍ତୁମ୍ ଦିନେଅନି ଆଜିକେ ଜାକ ତମେ ମକେ ଏଟା କଲାସ୍ନି । ଆରି ଏବେ ମିସା କରି ଆଇଲାସ୍ନି । See the chapter |
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।
ଆରି ବାଇ ଜେ କି ସବୁବେଲେ ମକେ ସାଇଜ କର୍ସୁ, ଏ ଦୁଇଟା ମାଇଜିମନ୍ ସାନ୍ତି ସଙ୍ଗ୍ ରଇବାକେ ତୁଇ ସାଇଜ କର୍ । କାଇକେବଇଲେ ସୁବ୍କବର୍ ଜାନାଇବା କାମେ ସେମନ୍ ମର୍ସଙ୍ଗ୍ ରଇକରି ବେସି ଆବଡ୍ ଅଇଲାଇ ଆଚତ୍ । ସେନ୍ତାରିସେ କେଲେମେନ୍ଟ ଆରି ବିନ୍ ଲକ୍ମନ୍ ମିସା ମର୍ ସଙ୍ଗ୍ କାମ୍ କର୍ତେରଇଲାଇ । ପର୍ମେସର୍ ତାର୍ ବଇଟାନେ ସେମନର୍ ସବୁ ଲକର୍ ନାଉଁ ଲେକ୍ଲା ଆଚେ । ସେ ସବୁ ଲକ୍ ନ ସାର୍ବା ଜିବନ୍ ପାଇଲାଇ ଆଚତ୍ ।
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।