ପିଲିପିୟ 2:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଜଦି କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ତମର୍ ମନ୍ ସାର୍ଦା ଅଇଲାଆଚେ, ଆରି ତାର୍ ଆଲାଦର୍ ଲାଗି ସାନ୍ତି ପାଇଆଚାସ୍, ଜଦି ସୁକଲ୍ଆତ୍ମାର୍ ସଙ୍ଗ୍ ମିସିବିଡିକରି ଆଚାସ୍, ଆରି ଜଦି କିରିସ୍ଟ ତମ୍କେ ଜିବନ୍ ଦୁକାଇ ଦୟା ଦେକାଇଆଚେ, See the chapter |
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।