ପିଲିପିୟ 2:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ଏନ୍ତାରିକଲେ, ତମେ କାରାପ୍ କାମ୍ କଲାସ୍ନି ବଲି ବିନ୍ଲକ୍ କାଇ ଦସ୍ ନ ଦାରତ୍ ଆରି ତମେ ସୁକଲ୍ ଅଇସା । ପାପ୍କରି କାରାପ୍ କାମ୍ କର୍ବା ଲକ୍ମନର୍ ମଜାଇ ପର୍ମେସରର୍ ସିଦ୍ ପିଲାଟକି ଇସାବେ ତମେ ରଇସା । ତାକର୍ ବିତ୍ରେ ଆନ୍ଦାର୍ ଜଗତେ ଉଜଲ୍ ଜଟକ୍ଲା ପାରା ତମର୍ ଚଲାଚଲ୍ତି ଡିସ୍ସି । See the chapter |