ପିଲିପିୟ 2:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ସେନ୍ତାର୍ଆଲେ, ମୁଇ ତମ୍କେ ଜୁଆର୍ କରି କଇଲିନି, ତମର୍ ତମର୍ ବିତ୍ରେ ଗଟେକ୍ ମନ୍ ଉଆ । ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ସମାନ୍ ଇସାବେ ଆଲାଦ୍ କରା । ଗଟେକ୍ ଚିନ୍ତା କରା ଆରି ତମର୍ ଆତ୍ମାଇ ଗଟେକ୍ ଅଇକରି ତମର୍ ବାବ୍ବାଟା ଗଟେକ୍ ଅ । ଏନ୍ତାରି କରି ମକେ ପୁରାପୁରୁନ୍ ସାର୍ଦା କରାଆ । See the chapter |
ଅବ୍କା ସେ ଆଇଲାକେସେ ଆମେ ସାର୍ଦା ଅଉନାଇ, ମାତର୍ ତମର୍ ଲାଗି ତିତସ୍ ବେସି ସାର୍ଦା ଅଇଗାଲା ବଲି ଆମ୍କେ କଇଲାର୍ପାଇ ମିସା ସାର୍ଦା ଅଇଲୁ । ତମେ ମକେ ଦେକ୍ବାକେ ମନ୍ କଲାସ୍ନି ବଲି ମିସା ସେ କଇଲା । ଆରି ତେଇ ମକେ ଜେତ୍କି ଗଟ୍ଲା, ସେଟାର୍ପାଇ ଦୁକ୍ ଅଇକରି ଆଚାସ୍ । ଆରି ତମେ ମର୍ବାଟେ ଅଇକରି କଇବାକେ ମିସା ରାଜିଆଚାସ୍ । ଏଟାମନ୍ ସବୁ ସୁନିକରି ମୁଇ ବେସି ସାର୍ଦା ଅଇଗାଲି ।