ପିଲିପିୟ 2:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ମାତର୍ ଆମର୍ ବାଇ ଏପାପର୍ଦିତକେ ତମର୍ଟାନେ ପାଟାଇବି ବଲି ମୁ ମନେ ମନେ ବାବ୍ଲିନି । ସେ ମର୍ ସଙ୍ଗ୍ କାମ୍ କରି ସୁବ୍କବରର୍ ଦେକାରକା ପାଇ ଆବଡ୍ କଲା । ତମର୍ ବାଦୁଲେ ମର୍ ସବୁ ବିସଇ ପୁରାପୁରୁନ୍ କର୍ବାକେ ତାକେ ତମେ ପାଟାଇରଇଲାସ୍ । See the chapter |
ଆରି ବାଇ ଜେ କି ସବୁବେଲେ ମକେ ସାଇଜ କର୍ସୁ, ଏ ଦୁଇଟା ମାଇଜିମନ୍ ସାନ୍ତି ସଙ୍ଗ୍ ରଇବାକେ ତୁଇ ସାଇଜ କର୍ । କାଇକେବଇଲେ ସୁବ୍କବର୍ ଜାନାଇବା କାମେ ସେମନ୍ ମର୍ସଙ୍ଗ୍ ରଇକରି ବେସି ଆବଡ୍ ଅଇଲାଇ ଆଚତ୍ । ସେନ୍ତାରିସେ କେଲେମେନ୍ଟ ଆରି ବିନ୍ ଲକ୍ମନ୍ ମିସା ମର୍ ସଙ୍ଗ୍ କାମ୍ କର୍ତେରଇଲାଇ । ପର୍ମେସର୍ ତାର୍ ବଇଟାନେ ସେମନର୍ ସବୁ ଲକର୍ ନାଉଁ ଲେକ୍ଲା ଆଚେ । ସେ ସବୁ ଲକ୍ ନ ସାର୍ବା ଜିବନ୍ ପାଇଲାଇ ଆଚତ୍ ।