26 କାଇକେ ବଇଲେ ସେ ତମ୍କେ ଦେକ୍ବାକେ ବେସି ମନ୍ କଲାନି । ଆରି ତାକେ ବେମାର୍ ଦାରାଇ ଅଇଆଚେ ବଲିକରି ତମେ ସୁନିକରି ଦାନ୍ଦାପାନ୍ଦା ଅଇରଇଲାସ୍ ବଲି ସେ ଜାନିରଇଲା ।
“ବେସି ବଜ୍ ବଇକରି ତାକ୍ଲା ଲକ୍ମନ୍, ମର୍ ଲଗେ ଆସା । ମୁଇ ତମ୍କେ ପୁଣ୍ଡାଇବି ।
ସେ ପିତର୍କେ ଆରି ଜେବଦିର୍ ଦୁଇଟା ପିଲାମନ୍କେ ତାର୍ ସଙ୍ଗ୍ ଡାକିନେଲା । ସେଡ୍କି ବେଲେ ସେ ବେସି ଦୁକ୍ କସ୍ଟ ଆରି କିଲ୍ବିଲ୍ଅଇ,
ମାତର୍ ପାଉଲ୍ କଇଲା, “ତମେ ଏଟା କାଇଟା କଲାସ୍ନି, କାଇକେ ଏନ୍ତି କାନ୍ଦାବୁବା ଅଇ ମର୍ ମନ୍ କିଲ୍ବିଲ୍ କଲାସ୍ନି ? ଜିରୁସାଲାମ୍ ଅବ୍କା ବାନ୍ଦାଇ ଅଇବାକେସେ ନାଇ, ମାତର୍ ମୁଇ ମାପ୍ରୁ ଜିସୁର୍ ପାଇ ମର୍ବାକେ ମିସା ରାଜି ଆଚି ।”
ତମର୍ ଲଗେ ଆଇବାକେ ମୁଇ ବେସି ମନ୍ କଲିନି । ମର୍ ପାଇରଇଲା ଆତ୍ମାର୍ ଦାନ୍ ବିସଇ ଜାନାଇବାଟାନେଅନି ତମର୍ ବିସ୍ବାସ୍ ଡାଟ୍ କରାଇବି ।
ଜଦି ଗଟେକ୍ ଲକ୍କେ ସାର୍ଦାର୍ ଦିନ୍ ଆଇଲାଆଚେ, ତେବେ, ତାର୍ ସଙ୍ଗ୍ ମିସି ସାର୍ଦା କରା, ଜଦି ଦୁକର୍ ଦିନ୍ ଆସିରଇଲେ, ସେ ଲକର୍ ସଙ୍ଗ ମିସି ଦୁକ୍ କରା ।
ଏଟା ମୁଇ କିରିସ୍ଟକେ ସାକିଦେଇ କଇଲିନି । ମୁଇ ଜେ କେଡେକ୍ ତେରେପେତେ ଆରି ନ ସାର୍ବା ଦୁକେ, ମର୍ ମନ୍ କେଡେକ୍ ଉଡୁକ୍ ଦୁଡୁକ୍ ଅଇଲାନି ।
ଗଟେକ୍ ବାଗ୍ ଦୁକା ଅଇଲେ, ଆରି ଅଲ୍ଗା ବାଗ୍କେ ମିସା ଦୁକା ଅଇସି । ଗଟେକ୍ ବାଗ୍ ଡାକ୍ପୁଟା ଅଇଲେ, ସେମନ୍ ସବୁ ମିସି ସାର୍ଦା ଅଇବାଇ ।
ପର୍ମେସର୍ ଜିବନ୍ ଦୁକାଇ ତମ୍କେ ଦୟା ଦେକାଇଲାର୍ପାଇ ସେମନ୍ ବେସି ଆଲାଦ୍ ଅଇକରି ତମର୍ପାଇ ପାର୍ତନା କର୍ବାଇ ।
ତମର୍ ତମର୍ ବିତ୍ରେ, ଜିବନେ ଆଇବା ବଜ୍ ବିସଇ ବଇବାକେ ସାଇଜ କରାକରି ଉଆ । ଏନ୍ତାରି କଲେ ତମେ କିରିସ୍ଟର୍ ଆଦେସ୍ ମାନ୍ସା ।
ସେଟାର୍ ପାଇ ମୁଇ ତମ୍କେ ବାବୁଜିଆ କରି କଇଲିନି, “ତମର୍ ପାଇ ବଲି ଅଇବା ମର୍ ଦୁକ୍ କସ୍ଟର୍ ପାଇ ମନ୍ଦୁକ୍ କରାନାଇ, ଏ ସବୁ ତମର୍ ବଲ୍ ପାଇ ଅଇଆଚେ ।”
ମୁଇ ତମ୍କେ ଜେତ୍କିତର୍ ଏତାଇଲିନି, ସେତ୍କିତର୍ ମର୍ ପର୍ମେସର୍କେ ଦନିଅବାଦ୍ ଦେଇତେରଇବି ।
ମୁଇ ତମ୍କେ ସବୁ ଲକ୍କେ ଆରିତରେକ୍ ଦେକ୍ବି ବଲି ମନ୍ କଲିନି । ଏ ବିସଇତେଇ ନିଜେ ପର୍ମେସର୍ ସାକିଆଚେ । କାଇକେବଇଲେ ଜିସୁକିରିସ୍ଟ ଆଲାଦ୍ କଲାପାରା ମୁଇ ତମ୍କେ ଆଲାଦ୍ କଲିନି ।
ମାତର୍ ଆମର୍ ବାଇ ଏପାପର୍ଦିତକେ ତମର୍ଟାନେ ପାଟାଇବି ବଲି ମୁ ମନେ ମନେ ବାବ୍ଲିନି । ସେ ମର୍ ସଙ୍ଗ୍ କାମ୍ କରି ସୁବ୍କବରର୍ ଦେକାରକା ପାଇ ଆବଡ୍ କଲା । ତମର୍ ବାଦୁଲେ ମର୍ ସବୁ ବିସଇ ପୁରାପୁରୁନ୍ କର୍ବାକେ ତାକେ ତମେ ପାଟାଇରଇଲାସ୍ ।
ଉଁ, ସେ ମର୍ବା ଉପ୍ରେ ରଇଲା । ଆରି ପର୍ମେସର୍ ତାକେ ଦୟାକଲା । ଅବ୍କା ତାକେସେ ନାଇ, ମାତର୍ ଜେନ୍ତିକି ମର୍ପାଇ ଦୁକ୍ଉପ୍ରେ ଦୁକ୍ ନ ଆସ ବଲି ମକେ ମିସା ଦୟାକଲା ।
ତେବର୍ ପାଇ ଏ ମର୍ ବିସ୍ବାସି ବାଇବଇନିମନ୍, ମୁଇ ତମ୍କେ ଆଲାଦ୍ କରି ଦେକ୍ବାକେ ମନ୍ କଲିନି, ତମେ ମକେ ବେସି ସାର୍ଦା କରାଇଲାସ୍ନି ଆରି ତମେ ଆକା ମର୍ ପୁରୁସ୍କାର୍ । ମର୍ ମଇତର୍ମନ୍, ମୁଇ ତମ୍କେ ଜେତ୍କି ବିସଇ କଇଆଚି, ସେନ୍ତାରିସେ ମାପ୍ରୁର୍ଟାନେ ବିସ୍ବାସେ ଡାଟ୍ ରୁଆ ।
ଚନେକର୍ପାଇ ତମର୍ ଜିବନେ ବିନ୍ ବିନ୍ ଦୁକ୍କସ୍ଟ ଆଇଲାକେ ମୁର୍ଚିକରି ରଇବାକେ ପଡ୍ଲେ ମିସା, ସେଟାର୍ପାଇ ତମେ ସାର୍ଦା ଅଇକରି ରୁଆ ।