ପିଲିପିୟ 2:29 - ସତିଅର୍ ବାଟ୍ ନୁଆ ନିୟମ୍ 202029 ତେବର୍ପାଇ ତାକେ ଗଟେକ୍ ବିସ୍ବାସି ବାଇ ଇସାବେ ସାର୍ଦା ସଙ୍ଗ୍ ଡାକିନିଆ । ତାର୍ପାରା ଲକ୍ମନ୍କେ ସନ୍ମାନ୍ ଦିଆସ୍ । See the chapter |
ତମର୍ ମୁକିଅ ଲକ୍ମନର୍ କାତା ମାନିକରି ଆଦେସ୍ ଦେଲାଟା କରା । ସେମନ୍ ଜାଗୁଆଲ୍ମନର୍ ପାରା ନ ତାକିକରି ତମର୍ ଆତ୍ମାମନ୍କେ ଜତନ୍ କଲାନି । କାଇକେବଇଲେ ସେମନ୍କେ ତାକର୍ କରିରଇବା କାମ୍ ପର୍ମେସର୍ କେ ଇସାବ୍ ଦେବାକେ ପଡ୍ସି । ତମେ ଜଦି ତାକର୍ କାତା ମାନ୍ସା, ସେମନ୍ ସାର୍ଦା ସଙ୍ଗ୍ ସେବା କାମ୍ କର୍ବାଇ । ତମେ ତାକର୍ କାତା ନ ମାନ୍ଲେ, ସେମନ୍ ଦୁକ୍ ଅଇବାଇ । ତେବେ ତମ୍କେ କାଇ ସାଇଜ ନଏଁ ।
ତେବର୍ପାଇ ମୁଇ ଜେଡେବେଲେ ତମର୍ ନଅରେ ଆଇବାବେଲେ ଡାୟଟେପିସ୍ ଜାଇଟା କଲାନି, ସେଟାସବୁ ମଣ୍ଡଲିର୍ ଲକ୍ମନ୍କେ, କଇଦେବି ବଲି ମନ୍ କଲି । ସେ ମର୍ ବିରୁଦେ, ନ କର୍ଲାଟାମନ୍ କଇବୁଲ୍ଲାନି । ଆରି ତାର୍ତେଇଅନି ଅଦିକ୍ କାରାପ୍ଟା ମିସା ସେ କଲାନି । ଆମର୍ ସଙ୍ଗର୍ ବିସ୍ବାସିମନ୍, ଜେକି ସୁବ୍କବର୍ ଜାନାଇଲାଇନି, ସେ ସେମନ୍କେ ଡାକିନେବାକେ ନିଚ୍ଲାନି । ଜନ୍ ଲକ୍ମନ୍ ସେମନ୍କେ ଡାକିନେବାକେ ମନ୍ କଲାଇନି, ସେମନ୍କେ ତେବାଇଲାନି । ସେନ୍ତାରି ଲକ୍ମନ୍କେ ମଣ୍ଡଲିର୍ ସବାତେଇ ଆଇବାକେ ମନାକଲାନି ।