4 ମର୍ ନିଜର୍ପାଇ କାଇଟାକଲେ ଅଦିକ୍ ନିକ ରଇସି ବଲି ଅବ୍କା ସେଟାସେ ବାବି ବାବି ରୁଆନାଇ । ବିନ୍ ଲକର୍ପାଇ ଜନ୍ ବିସଇ ନିକ ରଇସି, ସେଟାମିସା ଏତାଇରୁଆ ।
“ମର୍ତେଇ ବିସ୍ବାସ୍ କର୍ତେ ରଇବା ଏ ସାନ୍ ପିଲାମନର୍ ବିତ୍ରେଅନି ଗଟେକ୍ ଲକ୍ କେ ଆଲେ ବିସ୍ବାସେ ବାଦା ଗଟାଇସି ବଇଲେ, ତାର୍ ଗାଲାଇ ଜତା ପାକ୍ନା ବାନ୍ଦିକରି ତାକେ ସମ୍ଦୁରେ ବୁଡାଇଦେବାଟା ନିକ ଅଇସି ।
ଜଦି ଗଟେକ୍ ଲକ୍କେ ସାର୍ଦାର୍ ଦିନ୍ ଆଇଲାଆଚେ, ତେବେ, ତାର୍ ସଙ୍ଗ୍ ମିସି ସାର୍ଦା କରା, ଜଦି ଦୁକର୍ ଦିନ୍ ଆସିରଇଲେ, ସେ ଲକର୍ ସଙ୍ଗ ମିସି ଦୁକ୍ କରା ।
ଏବେ ଆମେ, ଜାର୍ ବିସ୍ବାସ୍ ଡାଟ୍ ଆଚେ, ଜନ୍ ଲକ୍ମନ୍ ବିସ୍ବାସେ ଦୁର୍ବଲ୍ ଆଚତ୍ ଆରି ଅସୁବିଦାଇ ଆଚତ୍, ସେମନ୍କେ ଆମେ ସାଇଜ କର୍ବାର୍ ଆଚେ । ଆରି ନିଜେ ସାର୍ଦା ରଇବା ବିସଇ ଚିନ୍ତା କର୍ବାର୍ ନାଇ ।
କେ ମିସା ଅବ୍କା ନିଜର୍ ପାଇ କାଇଟା ନିକ ଅଇସି ବଲି ଚିନ୍ତା ନ କରି, ନିଜର୍ ବାଇମନର୍ ମଙ୍ଗଲ୍ ବିସଇ ମିସା ଚିନ୍ତା କରା ।
ଜଦି କିରିସ୍ଟର୍ ଲଗେ ରଇବା କାର୍ ବିସ୍ବାସ୍ ଉନା ଅଇସି ବଇଲେ ମକେ ମିସା ଦୁର୍ବଲ୍ ଲାଗ୍ସି । କେ ଜଦି ପାପ୍ କଲେ, ତାର୍ ଲାଗି ମୁଇ ବେସି ଦୁକ୍ କସ୍ଟ ପାଇଲିନି ।
ଜେନ୍ତିକି ଆମର୍ ସେବା କାମେ ଲକ୍ମନ୍ ଆମ୍କେ ଦସ୍ ନ ଦାରତ୍ ବଲି ଆମେ ମନ୍ କରୁନାଇ । ସେଟାର୍ପାଇ କିରିସ୍ଟର୍ ପଚେ ଜିବା ଲକ୍ମନ୍କେ ଆମ୍କେ ଆଗ୍ଟୁ ନାଇ ।
ମୁଇ କାଇକେ ଏନ୍ତାରି କଇଲିନି ବଇଲେ, ସବୁ ଲକ୍ ନିଜର୍ ନିଜର୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କର୍ବାଇ । ଜିସୁକିରିସ୍ଟ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କରତ୍ ନାଇ ।
ନିଜ୍କେ ଆଲାଦ୍ କଲାପାରା ବିନ୍ ଲକ୍ମନ୍କେ ଆଲାଦ୍ କରା । ସାସ୍ତରେ ଲେକା ଅଇରଇଲାପାରା ପର୍ମେସରର୍ ରାଇଜର୍ ଏ ନିୟମ୍ ଜଦି ତମେ ମାନ୍ସା, ସେନ୍ତାର୍ ଆଲେ ଟିକ୍ କଲାସ୍ନି ।