ପିଲିପିୟ 2:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ସେ ପର୍ମେସରର୍ ପାରା ସବୁ ରକାମ୍ ରଇଲେ ମିସା, ତାର୍ ସଙ୍ଗ୍ ସମାନ୍ଅଇ ରଇବା ଅଦିକାର୍ ନିଜର୍ପାଇ ଦାରିକରି ରଇବି ବଲି ମନ୍ କରେ ନାଇ । See the chapter |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।