ପିଲିପିୟ 3:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଏ ସବୁ ବିସଇ ମୁଇ କରିସାରାଇ ଆଚି ବଲି କଇନାଇ । ପର୍ମେସର୍ ମକେ ସିଦ୍ କରି ସାରାଇଆଚେ ବଲି ମିସା ମୁଇ କଇନାଇ । ମାତର୍, କିରିସ୍ଟର୍ ପାରା ଅଇବାକେ ମୁଇ ବେସି ଚେସ୍ଟା କଲିନି । ସେଟାର୍ପାଇ କିରିସ୍ଟ ମକେ ବାଚ୍ଲା ଆଚେ । See the chapter |