ପିଲିପିୟ 3:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ମର୍ ସାରାସାରି ଜାଗାଇ କେଟ୍ବା ଜାକ ଆଗ୍ତୁ ଆଗ୍ତୁ ଗାଲିନି । ଜେନ୍ତିକି ମୁଇ ସର୍ଗେ ପୁରୁସ୍କାର୍ ପାଇବି । ଜିସୁକିରିସ୍ଟ ମର୍ପାଇ ଜେତ୍କି ବିସଇ କଲାଆଚେ, ସେଟାର୍ପାଇ ସେ ପୁରୁସ୍କାର୍ ମୁଇ ସର୍ଗେ ପାଇବି । See the chapter |
ନିଜ୍କେ ନିଚ୍କରି ସେମନ୍ ଉପାସନା କଲାପାରା ଦୁତ୍ମନ୍କେ ଉପାସନା କର୍ବାକେ, କାକେମିସା ବାଦିଅ କର୍ବାକେ ଦିଆସ୍ନାଇ । ସେନ୍ତାର୍କଲେ ପର୍ମେସର୍ କାତାଦେଇରଇବା ପୁରୁସ୍କାର୍ ତମ୍କେ ନ ମିଲେ । ସେନ୍ତାରି ସିକାଇବା ଗଟେକ୍ଲକ୍, ପର୍ମେସର୍ଟାନେ ଅନି ଦର୍ସନ୍ ଦେକିଆଚି ବଲିକରି ଅଦିକାର୍ ସଙ୍ଗ୍ ସିକାଇଲାନି । ସେ ତାର୍ ଚାଲାକିସଙ୍ଗ୍ ନିଜେ ତିଆର୍କରିରଇବା ବିସଇର୍ ଲାଗି ବଡ୍ପନ୍ ଅଇସି, ମାତର୍ ସତଇସେ ସେନ୍ତାରି ବଡ୍ପନ୍ ଅଇବାକେ କାଇଟାମିସା ନାଇ ।
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।