ପିଲିପିୟ 3:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 କୁକୁର୍ମନର୍ ପାରା ରଇବା ସେନ୍ତାରି ଲକ୍ମନର୍ ଟାନେଅନି ଜାଗର୍ତା ରୁଆ । କାଇକେବଇଲେ ସେମନ୍ କାରାପ୍ ବିସଇ କଲାଇନି । ବିସ୍ବାସି ଅଇବା ମନସ୍ ପିଲାମନ୍ ସବୁ ସୁନତ୍ ଅଇବାର୍ ଆଚେ ବଲି କଇଲାଇନି । See the chapter |
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।