ପିଲିପିୟ 3:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ମାତର୍ ଆମେତା ସରଗର୍ ଲକ୍ମନ୍, ସେ ଜାଗାଇଅନି ଆମର୍ ଉଦାର୍କାରିଆ ମାପ୍ରୁ ଜିସୁକିରିସ୍ଟ ବାଉଡି ଆଇବା ବେଲାକେ ଆମେ ଜାଗ୍ଲୁନି । See the chapter |
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।