ପିଲିପିୟ 4:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ତେବର୍ ପାଇ ଏ ମର୍ ବିସ୍ବାସି ବାଇବଇନିମନ୍, ମୁଇ ତମ୍କେ ଆଲାଦ୍ କରି ଦେକ୍ବାକେ ମନ୍ କଲିନି, ତମେ ମକେ ବେସି ସାର୍ଦା କରାଇଲାସ୍ନି ଆରି ତମେ ଆକା ମର୍ ପୁରୁସ୍କାର୍ । ମର୍ ମଇତର୍ମନ୍, ମୁଇ ତମ୍କେ ଜେତ୍କି ବିସଇ କଇଆଚି, ସେନ୍ତାରିସେ ମାପ୍ରୁର୍ଟାନେ ବିସ୍ବାସେ ଡାଟ୍ ରୁଆ । See the chapter |
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।