ପିଲିପିୟ 4:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ଜିସୁକିରିସ୍ଟ କରି ରଇବା କାମର୍ ଲାଗି, ବେସି ରଇବା ତାର୍ ଦନ୍ସଁପତି ଟାନେଅନି ସେ ତକେ ଲଡାକେ ଆଇବା ସବୁ ବିସଇ ଦେଇସି । See the chapter |
ମୁଇ ଚିନ୍ତାଇ ଆଚି ଜେ, ମୁଇ ଆରିତରେକ୍ ଆଇଲାବେଲେ, ତମର୍ ମୁଆଟେ ମକେ ପର୍ମେସର୍ ଲାଜ୍ କରାଇସି । ଆରି ମୁଇ ବେସି ଦୁକ୍ ଅଇବି । କାଇକେବଇଲେ, ଆଗେ ଜେତ୍କି ଲକ୍ ପାପ୍ କରି ଆଚତ୍ ବଲି ମୁଇ ଜାନିଆଚି । ସେମନ୍ ଏବ୍କେ ଜାକ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ମାନି ଅଅତ୍ ନାଇ । ଜନ୍ଟାକି ନିଜର୍ କାରାପ୍ ମନ୍ କଲା ଇସାବେ ବଁଚ୍ବାଟା ଆରି ବେସିଆ କାମ୍ କର୍ବାଟା ।
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।