ପିଲିପିୟ 4:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଆରି ବାଇ ଜେ କି ସବୁବେଲେ ମକେ ସାଇଜ କର୍ସୁ, ଏ ଦୁଇଟା ମାଇଜିମନ୍ ସାନ୍ତି ସଙ୍ଗ୍ ରଇବାକେ ତୁଇ ସାଇଜ କର୍ । କାଇକେବଇଲେ ସୁବ୍କବର୍ ଜାନାଇବା କାମେ ସେମନ୍ ମର୍ସଙ୍ଗ୍ ରଇକରି ବେସି ଆବଡ୍ ଅଇଲାଇ ଆଚତ୍ । ସେନ୍ତାରିସେ କେଲେମେନ୍ଟ ଆରି ବିନ୍ ଲକ୍ମନ୍ ମିସା ମର୍ ସଙ୍ଗ୍ କାମ୍ କର୍ତେରଇଲାଇ । ପର୍ମେସର୍ ତାର୍ ବଇଟାନେ ସେମନର୍ ସବୁ ଲକର୍ ନାଉଁ ଲେକ୍ଲା ଆଚେ । ସେ ସବୁ ଲକ୍ ନ ସାର୍ବା ଜିବନ୍ ପାଇଲାଇ ଆଚତ୍ । See the chapter |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।