୧ ଥେସଲନୀକୀୟ 4:2 - ପବିତ୍ର ବାଇବଲ (CL) NT (BSI)2 କାରଣ ପ୍ରଭୁ ଯୀଶୁଙ୍କଠାରୁ କ୍ଷମତାପ୍ରାପ୍ତ ହୋଇ ତୁମ୍ଭମାନଙ୍କୁ ଯେଉଁ ନିର୍ଦ୍ଦେଶ ଦେଇଥିଲୁ, ତାହା ତୁମ୍ଭେମାନେ ଜାଣ। See the chapterପବିତ୍ର ବାଇବଲ (Re-edited) - (BSI)2 ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ଵାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ। See the chapterଓଡିଆ ବାଇବେଲ2 ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ । See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ। See the chapterପବିତ୍ର ବାଇବଲ2 ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କୁ କ’ଣ କରିବା ପାଇଁ କହିଛୁ। ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅଧିକାର ମାଧ୍ୟମରେ ଆମ୍ଭେ ତୁମ୍ଭମାନଙ୍କୁ ସେହି କଥାଗୁଡ଼ିକ କହିଛୁ। ପରମେଶ୍ୱର ଇଚ୍ଛା କରନ୍ତି ଯେ, ତୁମ୍ଭେମାନେ ପବିତ୍ର ହୁଅ। See the chapter |