୨ ଥେସଲନୀକୀୟ 2:9 - ପବିତ୍ର ବାଇବଲ (CL) NT (BSI)9 ସେହି ଦୂରାତ୍ମା ଶୟତାନର ଶକ୍ତିରେ ପରାକ୍ରମଶାଳୀ ହୋଇ ଆସିବ ଏବଂ ଅନେକ ପ୍ରକାର ଅଲୌକିକ କାର୍ଯ୍ୟ ସାଧନର ଛଳନା କରିବ। See the chapterପବିତ୍ର ବାଇବଲ (Re-edited) - (BSI)9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମର ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ, See the chapterଓଡିଆ ବାଇବେଲ9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ, See the chapterପବିତ୍ର ବାଇବଲ9 ତା'ର ମହାନ ଶକ୍ତି ଥିବ ଓ ସେ ଅସତ୍ୟ ଆଧାରିତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ, ଚିହ୍ନ ଓ ଅଦ୍ଭୂତ କାର୍ଯ୍ୟମାନ ଘଟାଇବ। See the chapter |