ଫିଲିପୀୟ 1:13 - ପବିତ୍ର ବାଇବଲ (CL) NT (BSI)13 ଫଳରେ, ଏଠାକାର ସମସ୍ତ ପ୍ରସାଦରକ୍ଷୀ ଓ ଅନ୍ୟ ସମସ୍ତେ ଜାଣନ୍ତି ଯେ, ଖ୍ରୀଷ୍ଟଙ୍କର ସେବକ ହୋଇଥିବାରୁ ମୁଁ ବର୍ତ୍ତମାନ ବନ୍ଦୀଶାଳାରେ। See the chapterପବିତ୍ର ବାଇବଲ (Re-edited) - (BSI)13 ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କନିକଟରେ ପ୍ରକାଶିତ ହେଲା; See the chapterଓଡିଆ ବାଇବେଲ13 ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରାସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା; See the chapterପବିତ୍ର ବାଇବଲ13 ସମଗ୍ର ପ୍ରହରୀ ଦଳ ଓ ଅନ୍ୟ ଲୋକମାନେ ଜାଣନ୍ତି ଯେ ମୁଁ ଖ୍ରୀଷ୍ଟଙ୍କ ଜଣେ ବିଶ୍ୱାସୀ ହୋଇଥିବାରୁ ବନ୍ଦୀଘରେ ରଖାଯାଇଛି। See the chapter |
ତିନିଦିନ ପରେ ପାଉଲ ସ୍ଥାନୀୟ ଇହୁଦୀ ନେତାମାନଙ୍କୁ ଏକ ସଭାରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କଲେ। ସେମାନେ ଏକତ୍ରିତ ହେବାକୁ ପାଉଲ ସେମାନଙ୍କୁ କହିଲେ: “ଇଶ୍ରାଏଲୀୟ ଭାଇମାନେ, ଆମ ଲୋକମାନଙ୍କ ବିରୁଦ୍ଧରେ କିମ୍ବା ଆମ ପିତୃପୁରୁଷମାନଙ୍କଠାରୁ ଆମେ ପାଇଥିôବା ରୀତିନୀତି ବିରୁଦ୍ଧରେ ମୁଁ କିଛି କରି ନ ଥିଲେ ସୁଦ୍ଧା, ଯିରୂଶାଲମରେ ମୁଁ ବନ୍ଦୀ ହୋଇ ରୋମୀୟମାନଙ୍କ ହାତରେ ସମର୍ପିତ ହୋଇଛି।