ଫିଲିପୀୟ 1:21 - ପବିତ୍ର ବାଇବଲ (CL) NT (BSI)21 ବାସ୍ତବିକ, ମୋ’ ଜୀବନରେ ଖ୍ରୀଷ୍ଟ ହିଁ ସର୍ବେସର୍ବା। ତେଣୁ ମୋ’ ପକ୍ଷରେ ମୃତ୍ୟୁ ଅଧିକ ଲାଭଜନକ ହେବ। See the chapterପବିତ୍ର ବାଇବଲ (Re-edited) - (BSI)21 କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି ମୃତ୍ୟୁଭୋଗ ଲାଭଜନକ। See the chapterଓଡିଆ ବାଇବେଲ21 କାରଣ ମୋ' ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ । See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ। See the chapterପବିତ୍ର ବାଇବଲ21 ମୋର ବଞ୍ଚି ରହିବାର ଅର୍ଥ ହେଉଛି ଖ୍ରୀଷ୍ଟ। ମୃତ୍ୟୁ ମଧ୍ୟ ମୋ’ ପାଇଁ ଏକ ଲାଭ ଅଟେ।” See the chapter |