Biblia Todo Logo
Online Bible

- Advertisements -




ଫିଲିପୀୟ 1:24 - ପବିତ୍ର ବାଇବଲ (CL) NT (BSI)

24 କିନ୍ତୁ ତୁମ୍ଭମାନଙ୍କ ନିମନ୍ତେ ମୋର ବଞ୍ଚି ରହିବା ଅଧିକ ଆବଶ୍ୟକ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

24 ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ।

See the chapter Copy

ଓଡିଆ ବାଇବେଲ

24 ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ।

See the chapter Copy

ପବିତ୍ର ବାଇବଲ

24 କିନ୍ତୁ, ତୁମ୍ଭ ପାଇଁ ମୋର ଶରୀରରେ ବଞ୍ଚି ରହିବା ଅଧିକ ଆବଶ୍ୟକ।

See the chapter Copy




ଫିଲିପୀୟ 1:24
5 Cross References  

କିନ୍ତୁ ମୁଁ ସତ୍ୟ କହୁଛି, ମୋର ଚାଲିଯିବା ତୁମ ପକ୍ଷରେ ମଙ୍ଗଳଜନକ, କାରଣ ମୁଁ ନ ଗଲେ, ସେହି ‘ସହାୟକ’ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ। କିନ୍ତୁ ମୁଁ ଗଲେ, ତାଙ୍କୁ ତୁମ ନିକଟକୁ ପଠାଇ ଦେବି।


କିନ୍ତୁ ଯଦି ବଞ୍ଚିରହି ମୁଁ ଅଧିକ ଫଳପ୍ରଦ କାର୍ଯ୍ୟ କରିପାରେ, ତେବେ ଜୀବନ ବା ମରଣ କାହାକୁ ପସନ୍ଦ କରିବି, ମୁଁ ଠିକ୍ କରିପାରୁ ନାହିଁ।


ମୁଁ ଦୁଇଆଡ଼ୁ ଦୁଇଟି ଆକର୍ଷଣର ସମ୍ମୁଖୀନ। ଏ ଜୀବନ ପରିତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋର ଅତୀବ ଇଚ୍ଛା। ଅବଶ୍ୟ ଏହା ଶ୍ରେୟସ୍କର।


Follow us:

Advertisements


Advertisements