Biblia Todo Logo
Online Bible

- Advertisements -




ଫିଲିପୀୟ 1:3 - ପବିତ୍ର ବାଇବଲ (CL) NT (BSI)

3 ଯେତେ ଥର ମୁଁ ତୁମ୍ଭମାନଙ୍କୁ ସ୍ମରଣ କରେ, ମୋ’ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ

See the chapter Copy

ପବିତ୍ର ବାଇବଲ (Re-edited) - (BSI)

3 ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଇଥାଏ।

See the chapter Copy

ଓଡିଆ ବାଇବେଲ

3 ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଏ ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଇଥାଏ।

See the chapter Copy

ପବିତ୍ର ବାଇବଲ

3-4 ଯେତେଥର ମୁଁ ତୁମ୍ଭମାନଙ୍କୁ ମନେପକାଏ, ସେତେଥର ପରମେଶ୍ୱରଙ୍କୁ ଆନନ୍ଦ ସହକାରେ ପ୍ରାର୍ଥନାରେ ଧନ୍ୟବାଦ ଦିଏ।

See the chapter Copy




ଫିଲିପୀୟ 1:3
10 Cross References  

କିନ୍ତୁ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଛି, ଯଦିଓ ଦିନେ ତୁମ୍ଭେମାନେ ପାପର ଦାସ ଥିଲ, ତୁମେ ବର୍ତ୍ତମାନ ସୁସମାଚାରରୁ ଶିକ୍ଷା କରିଥିବା ସତ୍ୟଗୁଡ଼ିକୁ ସର୍ବାନ୍ତଃକରଣରେ ପାଳନ କରୁଛ।


ଯୀଶୁ ଖ୍ରୀଷ୍ଟଙ୍କ ଦେଇ ଈଶ୍ୱର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଛି,


ବର୍ତ୍ତମାନ ତୁମ୍ଭମାନଙ୍କ ଯୋଗୁଁ ଆମେ ଯେଉଁ ଅପାର ଆନନ୍ଦ ଲାଭ କରୁଛୁ, ସେଥିପାଇଁ ଈଶ୍ୱରଙ୍କୁ କିପରି ଧନ୍ୟବାଦ ଦେବୁ, ଜାଣିପାରୁ ନା।


ଭାଇମାନେ! ତୁମ ପାଇଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମର କର୍ତ୍ତବ୍ୟ। ଆମ ପକ୍ଷରେ ଏହା ଉଚିତ ବୋଲି ଆମେ ମନେ କରୁଛୁ, କାରଣ ତୁମ୍ଭମାନଙ୍କର ବିଶ୍ୱାସ ଉତ୍ତରୋତ୍ତର ବୃଦ୍ଧି ପାଉଛି ଓ ତୁମ୍ଭେମାନେ ପରସ୍ପରକୁ ଅଧିକ ପ୍ରେମ କରୁଛ।


ମୋର ପୂର୍ବପୁରୁଷମାନଙ୍କ ପରି ମୁଁ ଯେଉଁ ଈଶ୍ୱରଙ୍କୁ ନିର୍ମଳ ବିବେକରେ ଆରାଧନା କରି ଆସିଛି, ତାଙ୍କୁ ଧନ୍ୟବାଦ ଅର୍ପଣ କରୁଛି। ମୋର ପ୍ରାର୍ଥନା ନିବେଦନରେ ଦିବାନିଶି ତୁମକୁ ସ୍ମରଣ କଲାବେଳେ ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ।


Follow us:

Advertisements


Advertisements