Biblia Todo Logo
Online Bible

- Advertisements -




ଫିଲିପୀୟ 2:24 - ପବିତ୍ର ବାଇବଲ (CL) NT (BSI)

24 ଅବଶ୍ୟ ପ୍ରଭୁଙ୍କଠାରେ ମୁଁ ବିଶ୍ୱାସ କରୁଛି ଯେ, ମୁଁ ନିଜେ ଶୀଘ୍ର ତୁମ୍ଭମାନଙ୍କ ନିକଟକୁ ଆସି ପାରିବି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

24 କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ଵାସ କରୁ ଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି।

See the chapter Copy

ଓଡିଆ ବାଇବେଲ

24 କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି।

See the chapter Copy

ପବିତ୍ର ବାଇବଲ

24 ମୁଁ ନିଶ୍ଚିତ ଯେ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଯିବା ପାଇଁ ପ୍ରଭୁ ମୋତେ ସାହାଯ୍ୟ କରିବେ।

See the chapter Copy




ଫିଲିପୀୟ 2:24
6 Cross References  

ପ୍ରଭୁଙ୍କର ଇଚ୍ଛା ଥିଲେ, ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇ ପାରିବି ବୋଲି ମୁଁ ଆଶା କରେ। ତାହାହେଲେ, ତୁମ୍ଭମାନଙ୍କର ସମ୍ବାଦ ପାଇ ମୁଁ ଉତ୍ସାହିତ ହେବି।


ଏହା ସହିତ ମୋର ଆଉ ଏକ ଅନୁରୋଧ, ସେଠାରେ ମୋ’ ପାଇଁ ଗୋଟିଏ କୋଠରୀ ପ୍ରସ୍ତୁତ କରି ରଖ। ମୋର ବିଶ୍ୱାସ, ତୁମ ପ୍ରାର୍ଥନା ଫଳରେ ମୁଁ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବି।


ମୋର ତୁମ୍ଭମାନଙ୍କୁ ଅନେକ କଥା କହିବାର ଅଛି- କିନ୍ତୁ କାଗଜ ଓ କାଳିରେ ସେ ସବୁ ଏବେ ମୁଁ କହିବାକୁ ଚାହେଁ ନାହିଁ। ତୁମ୍ଭମାନଙ୍କ ନିକଟକୁ ଆସି ବ୍ୟକ୍ତିଗତ ଭାବରେ କଥାବାର୍ତ୍ତା ହେବାର ଆଶା ମୁଁ ରଖିଛି। ତାହା କରି ପାରିଲେ, ଆମେ ସମ୍ପୁର୍ଣ୍ଣ ସୁଖୀ ହେବା।।


ତୁମ ସହିତ ସାକ୍ଷାତ ହେବ ବୋଲି ମୋର ଆଶା।- ସେତେବେଳେ ବ୍ୟକ୍ତିଜତ ଭାବରେ କଥାବାର୍ତ୍ତା ହେବା।


Follow us:

Advertisements


Advertisements